Masthead

PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାବଧାନ ଅମାନିଆ ଗାଡ଼ି ଚାଳକ। ଏଣିକି ଗାଡ଼ିର ବୈଧ ପ୍ରଦୂଷଣ ପ୍ରମାଣପତ୍ର (PUCC) କିମ୍ବା ବୀମା ନଥିଲେ ଆଉ ବର୍ତ୍ତି ପାରିବେ ନାହିଁ। ରାଜ୍ୟରେ ସେପ୍ଟେମ୍ବର ୧ ତାରିଖରୁ ଇ-ଡିଟେକ୍ସନ୍ ସିଷ୍ଟମ୍ କାର୍ଯ୍ୟକାରୀ ହୋଇଛି। ଏଣିକି ପରିବହନ ନିୟମ ଉଲ୍ଲଂଘନ କଲେ ସ୍ୱୟଂଚାଳିତ ଭାବେ ଇ-ଚାଲାଣ କଟିବ। ଗାଡ଼ିର ବୈଧ PUCC ଓ ବୀମା ଦସ୍ତାବିଜ ଅପ୍‌ଡେଟ୍‌ କରି ରଖିବା ନେଇ ନିର୍ଦ୍ଦେଶ ଜାରି କରାଯାଇଛି। ରାସ୍ତାରେ ଚଳାଚଳ କରୁଥିବା ପ୍ରତ୍ୟେକ ଗାଡ଼ିର ବୈଧ ପ୍ରଦୂଷଣ ପ୍ରମାଣପତ୍ର ଓ ବୀମା ବାଧ୍ୟତାମୂଳକ କରାଯାଇଛି। ଏନେଇ ରାଜ୍ୟ ପରିବହନ ପ୍ରାଧିକଣ (STA) ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି।

  • ବୈଧ PUCC ଓ ବୀମା ଦସ୍ତାବିଜ୍ ରଖିବା ବାଧ୍ୟତାମୂଳକ
  • ସର୍ବସାଧାରଣ ରାସ୍ତାରେ ଚଳାଚଳ କରୁଥିବା ଗାଡ଼ିଗୁଡ଼ିକ ପାଇଁ ପରାମର୍ଶ
  • ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସାଧାରଣ ଲୋକଙ୍କୁ ସୂଚନା
  • ଦସ୍ତାବିଜ ବିନା ସର୍ବସାଧାରଣ ରାସ୍ତାରେ ଗାଡ଼ି ଚଳାଇଲେ ଚିହ୍ନଟ ହେବେ
  • ଇଲେକ୍ଟ୍ରୋନିକ୍‌ ପଦ୍ଧତିରେ ଚିହ୍ନଟ କରିବ ଇ-ଡିଟେକ୍ସନ ବ୍ୟବସ୍ଥା
  • ଇ-ଡିଟେକ୍ସନ ବ୍ୟବସ୍ଥାରେ ଧରାପଡ଼ିବା ପରେ ଜାରି ହେବ ଇ-ଚାଲାଣ
  • ସେପ୍ଟେମ୍ବର ୧ ତାରିଖରୁ ଇ-ଡିଟେକ୍ସନ ବ୍ୟବସ୍ଥା କାର୍ଯ୍ୟକାରୀ
ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି