Masthead

ପୁଣି ଚର୍ଚ୍ଚାରେ ଅନୁଭବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଚର୍ଚ୍ଚାରେ କେନ୍ଦ୍ରାପଡ଼ା ସାସଂଦ । ନିଜର ବନ୍ଧୁ ଅଶ୍ୱିନୀ ଓ ବାନ୍ଧବୀ ଜାଗୃତିଙ୍କ ସହ ଫଟୋକୁ ଫେସବୁକ ପେଜରେ ସେୟାର କରିଛନ୍ତି । ଯାହା ଏବେ ସୋସିୟାଲ ମିଡ଼ିଆରେ ଭାଇରାଲ ହେଉଛି । ଅନୁଭବ ଅଶ୍ୱିନୀଙ୍କୁ ଜନ୍ମ ଦିନର ଶୁଭେଛା ସହ ତାଙ୍କର ମଙ୍ଗଳ କାମନା କରିଛନ୍ତି । କିଛିଦିନ ତଳେ ଜାଗୃତିଙ୍କ ସହ ଫଟୋ ଭାଇରାଲ ହୋଇଥିବା ବେଳେ ପୁଣି ଏହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଜାଗୃତିଙ୍କୁ ସେ ତାଙ୍କର ଘନିଷ୍ଠବନ୍ଧୁ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ