Masthead

ମୃତ କୃଷକଙ୍କ ପରିବାରଙ୍କୁ ମିଳିବ ୧ କୋଟି, ସାନ ଭଉଣୀଙ୍କୁ ସରକାରୀ ଚାକିରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୃଷକଙ୍କ ଆନ୍ଦୋଳନରେ କୃଷକଙ୍କ ଉପରକୁ ରବର ଗୁଳିମାଡ଼ ଘଟଣା । ମଧ୍ୟରେ ପଞ୍ଜାବର ଆମ୍ ଆଦମୀ ପାର୍ଟି ସରକାରଙ୍କ ବଡ଼ ଘୋଷଣା । ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ କହିଛନ୍ତି କୃଷକ ଆନ୍ଦୋଳନରେ ମୃତ୍ୟୁ ବରଣ କରିଥିବା କୃଷକ ଶୁଭକରନଙ୍କ ପରିବାରକୁ ସେ ଦିଆଯିବ ୧ କୋଟି ଟଙ୍କାର କ୍ଷତିପୂରଣ ।

ଏହା ବ୍ୟତୀତ ଚାଷୀଙ୍କ ସାନ ଭଉଣୀକୁ ମଧ୍ୟ ସରକାରୀ ଚାକିରି ଦିଆଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି ଯେ ପଞ୍ଜାବ ସରକାର ନିହତ କୃଷକ ଶୁଭକରନଙ୍କ ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ପ୍ରଦାନ କରିବେ। ଅପରାଧୀଙ୍କ ବିରୋଧରେ ଉପଯୁକ୍ତ ଆଇନଗତ କାରର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା