Masthead

ପୁରୀରେ ହାଜତ ମୃତ୍ୟୁ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀର ଏକ ଥାନା ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କର ବୁଧବାର ରାତିରେ ମୃତ୍ୟୁ ହୋଇଛି । ପୋଲିସ ମାଡ଼ରେ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ପୋଲିସର କାର୍ଯ୍ୟକଳାପକୁ ନେଇ ଏବେ ସହରରେ ଚର୍ଚ୍ଚା ଜୋର ଧରିଛି । ଏଭଳି ଅଭାବନନୀୟ ଘଟଣା ପୁରୀ ବାସେଳୀ ସାହି ଥାନାରେ ଘଟିଥିବା ସହରରେ ଆଲୋଚନା ହେଉଛି । ପୋଲିସ ଶବକୁ ମର୍ଗ ହାଉସରେ ରଖିଛି । ସେଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ