Masthead

ପୁରୀରୁ ୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ପୁରୀରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ ହୋଇଛି। ସିଦ୍ଧ ମହାବୀର ଲେବୁଲ କ୍ରସିଂରୁ ୨୦୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ । ଯାହାର ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ । ଘଟଣାରେ ୨ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ ଶିବ ପ୍ରସାଦ ବେହେରା ଓ ରଘୁନାଥ ଦାସ ।

ସୂଚନା ଯୋଗ୍ୟ ଯେ, ପୁରୁଷୋତ୍ତମ ଏକ୍ସପ୍ରେସ ଟ୍ରେନ୍‌ ଯୋଗେ ବାଲେଶ୍ୱରରୁ ବ୍ରାଉନସୁଗାର ଚାଲାଣ ହେଉଥିଲା । ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ସିଦ୍ଧମହାବୀର ରେଳଫାଟକଠାରୁ ବ୍ରାଉନସୁଗାର ଜବତ କରିବା ସହ ଦୁଇ ବେପାରୀଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା