Masthead

ପୁରୀରୁ ୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ପୁରୀରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ ହୋଇଛି। ସିଦ୍ଧ ମହାବୀର ଲେବୁଲ କ୍ରସିଂରୁ ୨୦୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ । ଯାହାର ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ । ଘଟଣାରେ ୨ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ ଶିବ ପ୍ରସାଦ ବେହେରା ଓ ରଘୁନାଥ ଦାସ ।

ସୂଚନା ଯୋଗ୍ୟ ଯେ, ପୁରୁଷୋତ୍ତମ ଏକ୍ସପ୍ରେସ ଟ୍ରେନ୍‌ ଯୋଗେ ବାଲେଶ୍ୱରରୁ ବ୍ରାଉନସୁଗାର ଚାଲାଣ ହେଉଥିଲା । ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ସିଦ୍ଧମହାବୀର ରେଳଫାଟକଠାରୁ ବ୍ରାଉନସୁଗାର ଜବତ କରିବା ସହ ଦୁଇ ବେପାରୀଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ