ପୁରୀ ବ୍ଲାଷ୍ଟ: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ବାଣ ବିସ୍ଫୋରଣ ଘଟଣା ।  ଆଉ ୨ ଜଣଙ୍କର ମୃତ୍ୟୁ । ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି । ବର୍ତ୍ତମାନ ୧୯ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ । ପ୍ରେସ୍‌ ରିଲିଜ ଜରିଆରେ ସୂଚନା ଦେଲେ ଏସ୍‌ଆରସି । ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଭଉଁରୀ ଖେଳ ବେଳେ ହୋଇଥିଲା ବାଣ ବିସ୍ଫୋରଣ ।

ମହାପ୍ରଭୁଙ୍କ ଭଉଁରୀ ନୀତି ଚାଲିଥିବା ସମୟରେ ନୀତି ଦେଖିବାପାଇଁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଏହି ସମୟରେ ଦେବୀଘାଟ ନିକଟ ଦସତୁଠ ନିକଟରେ ବାଣ ବିସ୍ଫୋରଣ ହୋଇଥିଲା।ଏଥିଯୋଗୁ ନିଆଁ ହୁଳା ଉପସ୍ଥିତ ଲୋକଙ୍କ ଉପରେ ପଡ଼ିବାରୁ ସେମାନେ ପ୍ରାଣ ବିକଳରେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ଅନେକ ଲୋକ ଜୀବନ ବଞ୍ଚାଇବା ପାଇଁ ପାଣିକୁ ମଧ୍ୟ ଡେଇଁ ପଡିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ