Masthead

ପଇଡ଼ ପାଇଁ ଘରେ ପଶି ହାଣି ଦେଲେ

ପୁରୀ (ବଡ଼ ଖବର ବ୍ୟୁରୋ): ପଇଡ଼ ପାଇଁ ଘରେ ପଶି ହାଣି ଦେଲେ । ପୁରୀ ବାସେଳି ସାହି ମଶାଣି ଚଣ୍ଡି ସାହିରେ ବିଭସô ହତ୍ୟା । ଘରେ ଶୋଇଥିବା ବେଳେ ଯୁବକଙ୍କୁ ହାଣି ହତ୍ୟା । ମୃତକ ହେଲେ ବାସେଳିସାହି ଥାନାର କୁନା ବେହେରା। କୁନା ନିଜ ଘରେ ରାତିରେ ଶୋଇଥିଲେ।

ଏହି ସମୟରେ ଲିପୁନୁ ଭୋଇ ନାମକ ଜଣେ ଯୁବକ ଓ ତାର କିଛି ସହଯୋଗୀ ଆସି କବାଟ ବାଡ଼େଇ କୁନାଙ୍କୁ ଡାକିଥିଲେ। କୁନା କବାଟ ଖୋଲିଦେବାରୁ ଅଭିଯୁକ୍ତମାନେ ତାଙ୍କ ଉପରେ ଲଙ୍କାଗୁଣ୍ଡ ପକାଇ ଦେଇଥିଲେ। ପରେ ତାଙ୍କୁ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହତ୍ୟା କରିଥିଲେ। ଘରେ କୁନାଙ୍କ ରକ୍ତାକ୍ତ ମୃତଦେହ ପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ବାସେଳି ସାହି ପୋଲିସର ପହଞ୍ଚି ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା