Masthead

ଜାଳିଲେ ଲେଖାଶ୍ରୀଙ୍କ କୁଶପୁତ୍ତଳିକା

ଡ଼େଲାଙ୍ଗ(ବଡ଼ ଖବର ବ୍ୟୁରୋ):ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପୁରୀ ମନ୍ତବ୍ୟକୁ ନେଇ ଥମୁନି ବିବାଦ । ତାଙ୍କ ବିବାଦୀୟ ମନ୍ତବ୍ୟ ପରେ ପୁରୀ ଜିଲ୍ଲା କଂଗ୍ରେସ ସଭାପତି ଅଜିତ ମଙ୍ଗରାଜଙ୍କ ନେତୃତ୍ୱରେ ଛାତ୍ର ଓ ଯୁବ କଂଗ୍ରେସ ପ୍ରତିକିୟାଶୀଳ ହୋଇଛି । ଡେଲାଙ୍ଗରେ ଛାତ୍ର ଓ ଯୁବ କଂଗ୍ରେସର କର୍ମକର୍ତ୍ତାମାନେ ପୁରୀକୁ ନେଇ ଲେଖାଶ୍ରୀଙ୍କ ବୟାନ ଅ।ଦୌ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି । ଲେଖାଶ୍ରୀ ରାଜନୈତିକ  ଉଦ୍ଦେଶ୍ୟ ରଖି ଏଭଳି ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ସେ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ଦାବୀ କରି ତାଙ୍କ କୁଶ ପୁତ୍ତଲିକା ଦାହ କରିଛି ଛାତ୍ର ଓ ଯୁବ କଂଗ୍ରେସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ