ଜାଳିଲେ ଲେଖାଶ୍ରୀଙ୍କ କୁଶପୁତ୍ତଳିକା

ଡ଼େଲାଙ୍ଗ(ବଡ଼ ଖବର ବ୍ୟୁରୋ):ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପୁରୀ ମନ୍ତବ୍ୟକୁ ନେଇ ଥମୁନି ବିବାଦ । ତାଙ୍କ ବିବାଦୀୟ ମନ୍ତବ୍ୟ ପରେ ପୁରୀ ଜିଲ୍ଲା କଂଗ୍ରେସ ସଭାପତି ଅଜିତ ମଙ୍ଗରାଜଙ୍କ ନେତୃତ୍ୱରେ ଛାତ୍ର ଓ ଯୁବ କଂଗ୍ରେସ ପ୍ରତିକିୟାଶୀଳ ହୋଇଛି । ଡେଲାଙ୍ଗରେ ଛାତ୍ର ଓ ଯୁବ କଂଗ୍ରେସର କର୍ମକର୍ତ୍ତାମାନେ ପୁରୀକୁ ନେଇ ଲେଖାଶ୍ରୀଙ୍କ ବୟାନ ଅ।ଦୌ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି । ଲେଖାଶ୍ରୀ ରାଜନୈତିକ  ଉଦ୍ଦେଶ୍ୟ ରଖି ଏଭଳି ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ସେ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ଦାବୀ କରି ତାଙ୍କ କୁଶ ପୁତ୍ତଲିକା ଦାହ କରିଛି ଛାତ୍ର ଓ ଯୁବ କଂଗ୍ରେସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ