Masthead

ଭୋଟିଂ ବେଳେ ପୁରୀ ତଳଜଙ୍ଗ ବୁଥରେ ଉତ୍ତେଜନା

ପୁରୀ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ତୃତୀୟ ପର୍ଯ୍ୟାୟ ମତଦାନ । ସମ୍ବଲପୁର, ଢେଙ୍କାନାଳ, କେନ୍ଦୁଝର, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଏବଂ ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ । ଏଥିରେ ୪୪୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଏମାନଙ୍କ ମଧ୍ୟରେ ଲୋକସଭା ପାଇଁ ୬୪ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ପାଇଁ ମୋଟ୍ ୩୮୩ ପ୍ରାର୍ଥୀ ଅଛନ୍ତି । ସେପଟେ ପୁଣି ମତଦାନ ବେଳେ ନିବାଚନ ହିଂସା ଦେଖିବାକୁ ମିଳିଛି ।ପୁରୀ ସଦର ନିର୍ବାଚନ ମଣ୍ଡଳୀ ତଳଜଙ୍ଗ ଠାରେ ଉତେଜନା । ତଳଜଙ୍ଗ ୧୯ ନମ୍ବର ବୁଥରେ ଦୁଇ ଗୋଷ୍ଠୀ ଏଜେଣ୍ଟଙ୍କ ମଧ୍ୟରେ ଏହି ଉତ୍ତେଜନା ସୃଷ୍ଟି ହୋଇଥିଲା । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଛି । ସେପଟେ କାମାକ୍ଷାନଗରରେ ମଧ୍ୟ ଦେଖିବାକୁ ମିଳିଛି ଉତ୍ତେଜନା ଖୋଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା