Masthead

ଭୋଟିଂ ବେଳେ ପୁରୀ ତଳଜଙ୍ଗ ବୁଥରେ ଉତ୍ତେଜନା

ପୁରୀ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ତୃତୀୟ ପର୍ଯ୍ୟାୟ ମତଦାନ । ସମ୍ବଲପୁର, ଢେଙ୍କାନାଳ, କେନ୍ଦୁଝର, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଏବଂ ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ । ଏଥିରେ ୪୪୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଏମାନଙ୍କ ମଧ୍ୟରେ ଲୋକସଭା ପାଇଁ ୬୪ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ପାଇଁ ମୋଟ୍ ୩୮୩ ପ୍ରାର୍ଥୀ ଅଛନ୍ତି । ସେପଟେ ପୁଣି ମତଦାନ ବେଳେ ନିବାଚନ ହିଂସା ଦେଖିବାକୁ ମିଳିଛି ।ପୁରୀ ସଦର ନିର୍ବାଚନ ମଣ୍ଡଳୀ ତଳଜଙ୍ଗ ଠାରେ ଉତେଜନା । ତଳଜଙ୍ଗ ୧୯ ନମ୍ବର ବୁଥରେ ଦୁଇ ଗୋଷ୍ଠୀ ଏଜେଣ୍ଟଙ୍କ ମଧ୍ୟରେ ଏହି ଉତ୍ତେଜନା ସୃଷ୍ଟି ହୋଇଥିଲା । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଛି । ସେପଟେ କାମାକ୍ଷାନଗରରେ ମଧ୍ୟ ଦେଖିବାକୁ ମିଳିଛି ଉତ୍ତେଜନା ଖୋଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା