Masthead

ବ୍ଲକ କାର୍ଯ୍ୟାଳୟରୁ ଫାଇଲ ଚୋରି

ପୁରୀ (ବଡ଼ ଖବର ବ୍ୟୁରୋ): ବ୍ଲକ କାର୍ଯ୍ୟାଳୟରୁ ଫାଇଲ ଚୋରି । ପୁରୀ ସଦର ବ୍ଲକ କାର୍ଯ୍ୟାଳୟରୁ ଫାଇଲ ଚୋରି । ଏହାର ସିସିଟିଭି ଫୁଟେଜ ଲାଗିଛି ବଡ଼ ଖବର ହାତରେ । ବ୍ଲକ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଚୋରି ନେଇ ସମୁଦ୍ର କୂଳ ଥାନାରେ ଅଭିଯୋଗ କରିଛନ୍ତି ସଦର ବିଡିଓ ସମ୍ବିତ ଶତପଥୀ । ଅଭିଯୋଗ ଅନୁସାରେ, କିଛି ଦୁର୍ବୁତ୍ତ କେରାଣ୍ଡିପୁର ପଞ୍ଚାୟତର ସହକରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦୁଇଟି ଫାଇଲ ଚୋରି କରିଛନ୍ତି । ଗତ ମାସ ୧୭ ତାରିଖରେ ଚୋରି ହେବାର ୧୩ ଦିନ ପରେ ଥାନାରେ ଅଭିଯୋଗ କରିଥିବାରୁ ବିଡିଓଙ୍କ କାର୍ଯ୍ୟକଳାପ ଉପରେ ସନେ୍ଦହ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି