Masthead

ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ବାଣ ବିସ୍ଫୋରଣ ଘଟଣା ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି । ଏନେଇ ଏସଆରସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ୨୬ ଜଣ ଆହତ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ସେପଟେ ଜାତୀୟ ମାନବାଧିକାର କମିଶନରେ ମାମଲା ରୁଜୁ । ପ୍ରତ୍ୟେକ କ୍ଷତିଗ୍ରସ୍ତଙ୍କୁ ୩୦ ଲକ୍ଷ ଟଙ୍କାର ସହାୟତା ଓ ଅନ୍ୟାନ ସୁବିଧା ଯୋଗାଇଦେବାକୁ ଦାବି ।

ବାଣ ବିସ୍ଫୋରଣ ଘଟଣାରେ ଦୁଇଜଣଙ୍କ ବିରୁଦ୍ଧରେ ମାମଲା ରୁଜ୍ଜୁ କଲା ପୋଲିସ୍। ଦୁଇଜଣ ଅଭିଯୁକ୍ତ ହେଉଛନ୍ତି ଚନ୍ଦନ ଭୋଇ ଓ କେ.ରାଜୁ ରାଓ। ବେଆଇନ ବାଣ ଫୁଟାଇବା ଅଭିଯୋଗରେ ମାମଲା ରୁଜୁ ହୋଇଛି । ତେବେ ଦୁଇ ଅଭିଯକ୍ତଙ୍କ ମଧ୍ୟରୁ ଜଣେ ଅଭିଯୁକ୍ତ କେ.ରାଜୁ ରାଓଙ୍କ ମୃତ୍ୟୁ ହୋଇଥିବା ସୂଚନା। ଅନ୍ୟ ଅଭିଯୁକ୍ତ ଚନ୍ଦନ ଭୋଇ ମଧ୍ୟ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ହେଉଛିନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ