Masthead

ପୁରୀକୁ ମିଳିଲା ବ୍ଲୁଫ୍ଲାଗ୍ ମାନ୍ୟତା

ପୁରୀ(ବଡ଼ ଖବର ବ୍ୟୁରୋ): ଆନୁଷ୍ଠାନିକ ଭାବେ ପୁରୀକୁ ମିଳିଲା ବ୍ଲୁଫ୍ଲାଗ୍ ମାନ୍ୟତା । ଆନ୍ତର୍ଜାତୀୟ ଜୁରୀ ପୁରୀ ବେଳାଭୂମିକୁ ବ୍ଲୁଫ୍ଲାଗ୍ ଭାବେ ଚୟନ କରିଛନ୍ତି । ଚୟନ କରିବା ପରେ ଡେନମାର୍କର ଫି ସଂସ୍ଥା ବ୍ଲୁଫ୍ଲାଗ୍ ବିଚ୍ ପ୍ରମାଣପତ୍ର ପ୍ରଦାନ କରିଛନ୍ତି । ଏଥିସହ ଏହା ବିଶ୍ୱର ଅନ୍ୟ ବିଚ୍ ତୁଳନାରେ ତୃତୀୟ ସ୍ଥାନ ଅଧିକାର କରିଛି ।

କେନ୍ଦ୍ର ପର୍ଯ୍ୟାବରଣ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ସଂଯୁକ୍ତ ସଚିବ ଚିଠି ଲେଖି ଓଡିଶା ସରକାରଙ୍କୁ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ ପ୍ରକାଶ ଜାଭେଦକର ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ । ଏନେଇ ପୁରୀ ବିଚରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ପୁରୀ ସମେତ ଭାରତର ୮ଟି ବ୍ଲୁଫ୍ଲାଗ୍ ବିଚରେ ଡିଜିଟାଲ ବ୍ଲୁଫ୍ଲାଗ୍ ପତାକା ଉତ୍ତୋଳନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ