ପୁରୀ-ହାୱଡ଼ା ସୁପରଫାଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ):  ପୁରୀ-ହାୱଡ଼ା ସୁପରଫାଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ । ଇଞ୍ଜିନ ସହ ବଗି ଅଲଗା ହୋଇ ପଳାଇଲା ୫୦୦ ମିଟର । ପଶ୍ଚିମବଙ୍ଗ ନେକୁରସିନି ଷ୍ଟେସନରେ ଅଘଟଣ ଘଟିଛି । ଯାନ୍ତ୍ରିକ ତ୍ରୁଟି ପାଇଁ ଚଳନ୍ତା ଟ୍ରେନର କପ୍ ଲିଂଗ କାଟି ୩ ଟି ବଗି ଧରି ଆଗକୁ ପଳାଇଲା ଇଞ୍ଜିନ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଇଞ୍ଜିନକୁ ଛାଡି ୧୫ଟି ବଗି ରହିଗଲା ପଛରେ ।

ଖଡଗପୁର ଛାଡ଼ିବା ପରେ ରାତି ପ୍ରାୟ ଗୋଟାଏ ପାଖାପାଖି ଏଭଳି ଘଟଣା ଘଟିଥିବା ଜଣାପଡିଛି । ଯାତ୍ରୀ ମାନେ ମୃତ୍ୟୁ ମୁହଁରୁ ଅଳ୍ପକେ ବର୍ତ୍ତିଥିବା ବେଳେ ଅଫ ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଦୀର୍ଘ ୭ ଘଣ୍ଟା ପରେ ଟ୍ରେନ ଚଳାଚଳ ସ୍ୱାଭାବିକ ହୋଇଛି । ତେବେ ଏଭଳି ତ୍ରୁଟି କାହିଁକି ହେଲା ରେଳ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’