Masthead

ମହାପ୍ରଭୁ ପିନ୍ଧିବେ ନୂଆ ସୁବର୍ଣ୍ଣ ଅଳଙ୍କାର

ପୁରୀ, (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କର ନିର୍ମାଣ ହେବ ଆଉ ଏକ ସେଟ ସ୍ୱର୍ଣ୍ଣ ଅଳଙ୍କାର । ଏଥିପାଇଁ ଆବଶ୍ୟକ ସୁନା ଦେବେ ଜଣେ ଭକ୍ତ । ପୂର୍ବରୁ ମହାପ୍ରଭୁଙ୍କର ଏକ ସେଟ ସ୍ୱର୍ଣ୍ଣ ଅଳଙ୍କାର ଥିବାବେଳେ ଆଉ ଏକ ନୂଆ ସେଟ ନିର୍ମାଣ ହେବ । ତେବେ ଦାତାଙ୍କ ସୁନାରେ ନୂତନ କରି ତିଆରି କରାଯିବ ଶ୍ରୀଜଗନ୍ନାଥଙ୍କ ଶ୍ରୀମୁଖ ପଦ୍ମ, ଝୋବା, ତଡ଼ଖି ଏବଂ କଣ୍ଠ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ କ୍ରମେ ଆଜି ଶ୍ରୀମନ୍ଦିର କାର୍ୟ୍ୟାଳୟରେ ଅନୁଷ୍ଠିତ ବୈଠକରେ ଏହି ସୂଚନା ଦିଆଯାଇଛି । ନୀତି ପ୍ରଶାସକଙ୍କ ଅଧକ୍ଷତାରେ ହୋଇଥିବା ବୈଠକରେ ପାଟଯୋଶୀ ମହାପାତ୍ର, ଦେଉଳ କରଣ, ତଢା଼ଉ କରଣ, କମାଣ୍ଡର, ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ଥିଲେ । ମହାପ୍ରଭୁଙ୍କ ନୂଆ ସେଟ୍ ସ୍ୱର୍ଣ୍ଣ ଅଳଙ୍କାର ତିଆରି ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମାଧବ ମହାପାତ୍ର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ