Masthead

ବଡଦାଣ୍ଡରେ ଅଟକିଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ, ଆଜି ପୁଣି ହେବ ରଥ ଟଣା

ପୁରୀ (ବଡ଼ ଖବର ବ୍ୟୁରୋ): ବଡଦାଣ୍ଡରେ ଅଟକିଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଗତକାଲି ବଡଦାଣ୍ଡରେ ଅଟକି ରହିଥିବା ୩ ରଥକୁ ଆଜି ପୁଣି ଟାଣିବେ ଶ୍ରଦ୍ଧାଳୁ। ରତ୍ନବେଦୀରୁ ଜନ୍ମବେଦୀ ଅଭିମୁଖେ ଶ୍ରୀଜିଉ। ସିଂହଦ୍ୱାର ଠାରୁ ମାତ୍ର ଅଳ୍ପ ଦୂର ଯାଇ ଅଟକିଛନ୍ତି କାଳିଆ ସାଆନ୍ତ। ରାଜନଅର ସମ୍ମୁଖରେ ଅଟକି ରହିଛି ସୁଭଦ୍ରାଙ୍କ ଦର୍ପଦଳନ। ମରିଚିକୋଟ ଛକରେ ଅଟକି ରହିଛି ବଳଭଦ୍ରଙ୍କ ତାଳଧ୍ୱଜ ରଥ। ଏଥିପାଇଁ ଲୋକାରଣ୍ୟ ହୋଇଛି ପୁରୀ ବଡ଼ଦାଣ୍ଡ। ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତି ଓ ଭାବରେ ଭିଜୁଛି ଶ୍ରୀକ୍ଷେତ୍ର। ପୁରୀରେ ଦେଶ ତଥା ବିଦେଶରୁ ଭକ୍ତଙ୍କ ସମାଗମ ହୋଇଛି। ୫ ଦଶନ୍ଧି ପରେ ଏଥର ଏକାଦିନେ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଭଳି ବିରଳ ସଂଯୋଗ ପଡୁଥିବାରୁ ଏଥର ଦୁଇଦିନିଆ ରଥଟଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ