Masthead

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ଗୁଜବକୁ ବିଶ୍ୱାସ ନ କରିବାକୁ ଅପିଲ କଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଜୁଲାଇ ୮ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗକୁ ଗୁଜବ କହିଲେ ଆଇନ ମନ୍ତ୍ରୀ । ଗଣମାଧ୍ୟମରେ ଯେଉଁ ତାରିଖ ଚାଲିଛି ତାହା ଗୁଜବ । ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଶ୍ଚିତ । ଯାହାର ନିଷ୍ପତ୍ତି ସରିଛି । ଖୁବଶୀଘ୍ର ଏ ନେଇ ମୋଡ଼ାଲିଟ ପ୍ରସ୍ତୁତ ହେବ । ବୈଠକ ପରେ ତାରିଖ ମଧ୍ୟ ସରକାର ଘୋଷଣା କରିବେ ଏବଂ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବେ ବୋଲି କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। କିନ୍ତୁ ଗଣମାଧ୍ୟମ ଏବଂ ସାମାଜିକ ଗଣମାଧ୍ୟମରେ ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ତାରିଖ ଚାଲିଛି ତାହା ଗୁଜବ । ଗୁଜବକୁ ଲୋକେ ବିଶ୍ୱାସ କରନ୍ତୁ ନାହିଁ ବୋଲି ଅପିଲ କଲେ ଆଇନ ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ