Masthead

ରତ୍ନ ଭଣ୍ଡାର ମାମଲା, ୪ ସପ୍ତାହ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି କରିବେ ସରକାର

 

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ରତ୍ନ ଭଣ୍ଡାର ମାମଲା ଚାରି ସପ୍ତାହରେ କମିଟି ଅଧ୍ୟକ୍ଷ ଚୟନ କରିବେ ରାଜ୍ୟ ସରକାର । ୪ ସପ୍ତାହରେ ନିଯୁକ୍ତି ନେଇ ହାଇକୋର୍ଟଙ୍କୁ ଜଣାଇଲେ ସରକାର । ସୁପ୍ରିମକୋର୍ଟ ଓ ହାଇକୋର୍ଟର ଅବସର ପ୍ରାପ୍ତ ଜଜ ରହିବେ ଅଧ୍ୟକ୍ଷ । ଚାରି ସପ୍ତାହ ପରେ ପରବର୍ତ୍ତୀ ଶୁଣାଣି କରିବେ କୋର୍ଟ । ରତ୍ନଭଣ୍ଡାର ଖୋଲା ଓ ଗଣତି ନେଇ ହାଇକୋର୍ଟରେ ହୋଇଥିଲା ମାମଲା । ଏନେଇ ରାଜ୍ୟ ସରକାର ହାଇକୋର୍ଟଙ୍କ ଅବଗତ କରାଇଛନ୍ତି । ଏନେଇ ଆଗାମୀ ୪ ସପ୍ତାହ ପରେ ହାଇକୋର୍ଟରେ ଶୁଣାଣି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ