Masthead

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ଗୁଜବକୁ ବିଶ୍ୱାସ ନ କରିବାକୁ ଅପିଲ କଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଜୁଲାଇ ୮ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗକୁ ଗୁଜବ କହିଲେ ଆଇନ ମନ୍ତ୍ରୀ । ଗଣମାଧ୍ୟମରେ ଯେଉଁ ତାରିଖ ଚାଲିଛି ତାହା ଗୁଜବ । ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଶ୍ଚିତ । ଯାହାର ନିଷ୍ପତ୍ତି ସରିଛି । ଖୁବଶୀଘ୍ର ଏ ନେଇ ମୋଡ଼ାଲିଟ ପ୍ରସ୍ତୁତ ହେବ । ବୈଠକ ପରେ ତାରିଖ ମଧ୍ୟ ସରକାର ଘୋଷଣା କରିବେ ଏବଂ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବେ ବୋଲି କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। କିନ୍ତୁ ଗଣମାଧ୍ୟମ ଏବଂ ସାମାଜିକ ଗଣମାଧ୍ୟମରେ ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ତାରିଖ ଚାଲିଛି ତାହା ଗୁଜବ । ଗୁଜବକୁ ଲୋକେ ବିଶ୍ୱାସ କରନ୍ତୁ ନାହିଁ ବୋଲି ଅପିଲ କଲେ ଆଇନ ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ