Masthead

ପୁରୀ ରଥଯାତ୍ରା ଅଦ୍ଭୁତ : ମୋଦି

ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତରେ ଯିବା ପୂର୍ବରୁ ଆଜି ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପବିତ୍ର ରଥଯାତ୍ରା ସଂପର୍କରେ ଆଲୋଚନା କରିଥିଲେ । ସମସ୍ତଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ସାରା ରାଜ୍ୟରେ ରଥଯାତ୍ରା ଆୟୋଜିତ ହୋଇଥାଏ କିନ୍ତୁ ପୁରୀର ରଥଯାତ୍ରା ବିଶ୍ୱ ପ୍ରସିଦ୍ଧ । ଏହା ଏକ ଅଦ୍ଭୁତ ମହୋସôବ । ମୁଁ ଯେତେବେଳେ ଗୁଜୁରଟରେ ଥିଲି ସେତେେବେଳେ ମତେ ଅହମ୍ମଦାବାଦରେ ହେଉଥିବା ବିଶାଳ ରଥଯାତ୍ରାରେ ଯୋଗ ଦେବାର ସୁଯୋଗ ମଳୁଥିଲା । ଏହି ପବିତ୍ର ପର୍ବ ଅବସରରେ ଆପଣମାନଙ୍କୁ ମୋ ତରଫରୁ ବହୁତ ଶୁଭ କାମନା । ଭଗବାନ ଜଗନ୍ନାଥ ସମସ୍ତ ଦେଶବାସୀଙ୍କୁ ସୁନ୍ଦର ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧିର ଆଶୀର୍ବା ପ୍ରଦାନ କରନ୍ତୁ । ଏହା ହିଁ ମୋର କାମନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ