ଏସି ଟନେଲକୁ ନେଇ ବିବାଦ

ପୁରୀ (ବଡ଼ ଖବର ବ୍ୟୁରୋ): କ୍ୟାବିନେଟ ନିଷ୍ପତ୍ତି କାର୍ଯ୍ୟକାରୀ ପାଇଁ ତରତର, କିନ୍ତୁ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କରୁଛନ୍ତି ବେଖାତିର୍ । ବଡଦାଣ୍ଡରେ ଭକ୍ତଙ୍କୁ ଅତ୍ୟାଧୁନିକ ସୁବିଧା ଯୋଗାଇବା ପାଇଁ ସବୁ ନିୟମକାନୁନକୁ ପାଦରେ ଦଳିମକଚି ଦେଇଛନ୍ତି ସରକାର ଓ ଜିଲ୍ଲା ପ୍ରଶାସନ। ମରଚିକୋଟ ଛକରେ ଥିବା ଧର୍ମଜ୍ୟୋତି ଲଜିଂ ଠାରୁ ସ୍ୱତନ୍ତ୍ର ଶୀତତାପ ନିୟନ୍ତ୍ରିତ ଟନେଲରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଭକ୍ତଙ୍କ ସୁବିଧା ଦର୍ଶନ ପାଇଁ ପ୍ରଶାସନ ଆରମ୍ଭ କରିଛି ପ୍ରୟାସ ।

ଯାହାକି ଜାତୀୟ ରାଜପଥ ପ୍ରାଧୀକରଣ ନିୟମର ଓ ଏଏସଆଇ ନିୟମର ଖୋଲାଖୋଲି ଉଲଙ୍ଘନ ହୋଇଛି ବୋଲି ଅଭିଯୋଗ ହୋଇଛି। ସେପଟେ ଭକ୍ତଙ୍କ ସୁବିଧା ଦର୍ଶନକୁ ସେବାୟତ ମହଲରେ ସ୍ୱାଗତ କରାଯାଇଥିବା ବେଳେ ସବୁକିଛି ନିୟମ ମୁତାବକ ହେଉ ବୋଲି ଦାବି ହୋଇଛି। ଅନ୍ୟପଟେ ସ୍ୱତନ୍ତ୍ର ଟନେଲ୍ ବ୍ୟବସ୍ଥା ହେଲେ ଚାରିଦୁଆର କେବେ ବି ଖୋଲିବନି ବୋଲି ମତ ପ୍ରକାଶ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’