Masthead

ରତ୍ନଭଣ୍ଡାର ନିକଟରେ ଅସୁସ୍ଥ ହୋଇଗଲେ ପୁରୀ ଏସ୍‌ପି ପିନାକ ମିଶ୍ର

ପୁରୀ (ବଡ଼ ଖବର ବ୍ୟୁରୋ):  ଅସୁସ୍ଥ ହୋଇଗଲେ ପୁରୀ ଏସ୍‌ପି ପିନାକ ମିଶ୍ର । ଏସପି ପିନାକ ମିଶ୍ର ଅଚେତ ହୋଇ ପଡ଼ିଥିବା ସୂଚନା । ରତ୍ନଭଣ୍ଡାର ନିକଟରେ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା । ଏସ୍‌ପି ଅସୁସ୍ଥ ନେଇ ଗଣେଶ ସିଂହାରୀଙ୍କ ସୂଚନା । ଭିତରେ ଏସପିଙ୍କୁ ଚିକିତ୍ସା କରୁଛନ୍ତି ଡାକ୍ତର । ସେବାୟତ ଦେଉଥିବା ସୂଚନା ଆଧାରରେ, ରତ୍ନଭଣ୍ଡାରର ଦ୍ୱିତୀୟ କବାଟ ଖୋଲିବା ପରେ ଅଳନ୍ଧୁ ସଫା କରିବା ପାଇଁ ଭିତରକୁ ଝାଡୁ ଯାଇଥିଲା । ଝାଡୁ ଦ୍ୱାରା ଅଳନ୍ଧୁକୁ ସଫା କରାଯାଉଛି । ଆଉ ଏହାରି ଭିତରେ ପୁରୀ ଏସପି ରତ୍ନଭଣ୍ଡାର ନିକଟରେ ଅଚେତ ହୋଇପଡିବା ଭୟ ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା