Masthead

ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ସସ୍‌ପେନ୍ସ ଲାଗିରହିଥିବା ବେଳେ ଏବେ ଏହାର ଅନ୍ତ ଘଟିଛି। ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି । ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସୂଚନା ।  ଏଥିସହ ରତ୍ନଭଣ୍ଡାର ଖୋଲିବା ପାଇଁ ସ୍ୱତନ୍ତ୍ର କମିଟି ଗଠନ କରାଯାଇଛି । ଏହି ସ୍ୱତନ୍ତ୍ର ଟିମ୍‌ ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ ଓ ଯାଞ୍ଚ କରିବେ । ୧୯୭୮ ମସିହା ପରେ ପ୍ରଥମ ଥର ପାଇଁ ରତ୍ନଭଣ୍ଡାର ଖୋଲାଯିବ। ପୂର୍ବରୁ ବ୍ରିଟିଶ ସମୟରେ ୧୯୨୬ ମସିହା ଓ ପରେ ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାରର ଯାଞ୍ଚ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା