Masthead

ଆଜିଠୁ ସେବାୟତଙ୍କ ହେବ କରୋନା ଟେଷ୍ଟ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଶ୍ରୀମନ୍ଦିରରେ ସେବାୟତଙ୍କ ହେବ କରୋନା ଟେଷ୍ଟ । ଆରଟିପିସି ପଦ୍ଧତିରେ କୋଭିଡ ଟେଷ୍ଟ କରାଯିବ । ସକାଳ ୧୦ରୁ ଆରମ୍ଭ ହେବ ଟେଷ୍ଟିଂ । ପ୍ରତିଦିନ ୫୦ଜଣ ସେବାୟତଙ୍କ ଟେଷ୍ଟ କରାଯିବ । ଏନେଇ ଶ୍ରୀମନ୍ଦିର ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଗ୍ରାଣ୍ଡରୋଡର ଉତ୍କଳ ହିନ୍ଦି ବିଦ୍ୟା ପିଠରେ ଟେଷ୍ଟ କରାଯିବ । ଫେବୁଆରୀ ୨୭ ତାରିଖ ପର୍ଯ୍ୟନ୍ତ ଏହି ଟେଷ୍ଟିଂ ପ୍ରକ୍ରିୟା ଚାଲୁ ରହିବ । ୩ ହଜାର ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବ । ଏନେଇ ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି । ସେପଟେ ସର୍ବସାଧାରଣଙ୍କ ପାଇଁ ଜାନୁଆରୀ ୨୧ରୁ ବିନା କୋଭିଡ ରିପୋର୍ଟରେ ଦର୍ଶନର ବ୍ୟବସ୍ଥା କରାଯାଇଛି । ତେବେ ରବିବାର ମନ୍ଦିରକୁ ବନ୍ଦ ରଖାଯାଇ ସାନିଟାଇଜ କରାଯାଇଥିବା ବେଳେ ଆଜି ଠାରୁ ଆରମ୍ଭ ହେବ ସେବାୟତମାନଙ୍କ କୋଭିଡ ଟେଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ