Masthead

ବେଦ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର

ପୁରୀ (ବଡ଼ ଖବର ବ୍ୟୁରୋ): ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମ । ଉତ୍ସବ ମୁଖର ଶ୍ରୀକ୍ଷେତ୍ର । ବ୍ରାହ୍ମଣମାନଙ୍କ ବେଦପାଠ ଓ ପୂଜାର୍ଚ୍ଚନାରେ ପ୍ରକମ୍ପିତ ହେଉଛି ପୁରୀ । ଶ୍ରୀମନ୍ଦିର ଚାରିଦ୍ୱାରେ ବେଦପାଠ ସାଙ୍ଗକୁ ନାମ ସଂକୀର୍ତନରେ ଶ୍ରୀକ୍ଷେତ୍ରରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକତାର ମାହୋଲ । ୬୦ ଜଣ ବିଦ୍ୟାର୍ଥୀ ଏହି ବେଦ ପାଠ କରୁଛନ୍ତି । ସିଂହଦ୍ୱାରରେ ଋକ ବେଦ, ପଶ୍ଚିମଦ୍ୱାରରେ ସାମ ବେଦ , ଉତର ଦ୍ୱାରରେ ଅଥର୍ବ ବେଦ ଓ ଦକ୍ଷିଣ ଦ୍ୱାରରେ ଯଜୁର୍ବେଦ ପାଠ କରାଯାଉଛି ।

ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟକ୍ରମକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆସନ୍ତାକାଲି ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞର ପୂର୍ଣ୍ଣାହୁତି ଦେବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେବା ସହିତ ପରିକ୍ରମା ପ୍ରକଳ୍ପର ଉଦଘାଟନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ