ବଦଳିଲେ ପୁରୀ ଏସପି

ବୀରମିତ୍ରପୁର ଆଇଆଇସି ନିଲମ୍ବିତ

ଭୁବନେଶ୍ୱର: ପୁରୀ ଏସପି ଅଖିଳେଶ୍ୱର ସିଂଙ୍କ ବଦଳି ହୋଇଛି । ତାଙ୍କୁ ହେଡକ୍ୱାର୍ଟରରେ ଅବସ୍ଥାପିତ କରାଯାଇଛି । ପୁରୀ ହାଜତ ମୃତ୍ୟ ଘଟଣାକୁ ନେଇ ସରକାରଙ୍କୁ ବିରୋଧୀ ଘେରିଛନ୍ତି । ମାମଲା ହାଇକୋର୍ଟକୁ ଯାଇଛି । ଚାପରେ ଆସି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିବା କୁହାଯାଉଛି । ସମ୍ବଲପୁର ଏସପି କେ. ବିଶାଲ ସିଂ ପୁରୀ ଏସପି ଭାବେ ଯୋଗ ଦେବେ । ଅନ୍ୟପକ୍ଷରେ, ବୀରମିତ୍ରପୁର ହାଜତ ମୃତ୍ୟୁ ଘଟଣାରେ ବୀରମିତ୍ରପୁର ଆଇଆଇସି ସ୍ମୃତିପ୍ରଭା ପ୍ରଧାନଙ୍କ ବିରୋଧରେ ଆକ୍ସନ ହୋଇଛି । ତାଙ୍କୁ ନିଲମ୍ବିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’