Masthead

ବିଜେପିରେ ଯୋଗ ଦେଲେ ରାଜଗାଙ୍ଗପୁର ପୌର ପରିଷଦର ପୂର୍ବତନ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ରାଉତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ଯୋଗ ଦେଲେ ରାଜଗାଙ୍ଗପୁର ପୌର ପରିଷଦର ପୂର୍ବତନ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ରାଉତ। ବିଜେଡିର ପୂର୍ବତନ ନେତା ପୂର୍ଣ୍ଣଚନ୍ଦ୍ର ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ସାମିଲ ହୋଇଛନ୍ତି । ପୂର୍ବତନ ରାଜ୍ୟ ସଭାପତି କେ ଭି ସିଂଦେଓ ଏବଂ ସାଂସଦ ଜୁଏଲ ଓରାମଙ୍କ ଉପସ୍ଥିତିରେ ସାମିଲ ହେଲେ। ୯୦ ଦଶକରୁ ରାଜନୀତିରେ ଅଛନ୍ତି ପୂର୍ଣ୍ଣଚନ୍ଦ୍ର। ପୂର୍ବରୁ ଜନତା ଦଳ ପରେ ବିଜେଡିର ସକ୍ରିୟ ରାଜନୀତିରେ ଥିଲେ ପୂର୍ଣ୍ଣଚନ୍ଦ୍ର।

୨୦୧୩ରୁ ଅନ୍ତଘାତି କାମ ପାଇଁ ବିଜେଡି ଛାଡି ସ୍ଵାଧୀନ ଭାବେ ଲଢ଼ୁଥିଲେ। ଆଜି ବିଜେପିରେ ଯୋଗ ଦେବା ପରେ ସୁନ୍ଦରଗଡ଼ରେ ବିଜେପିର ଶକ୍ତି ବୃଦ୍ଧି ହେବ କହିଛନ୍ତି ଜୁଏଲ ଓରାମ। ସୁନ୍ଦରଗଡ଼ ଜିଲ୍ଲାରେ ଅନେକ ଅସନ୍ତୁଷ୍ଟ ବିଜେଡି ନେତା ତାଙ୍କ ସହ ଯୋଗାଯୋଗରେ ଅଛନ୍ତି ଖୁବ୍ ଶୀଘ୍ର ବିଜେପିକୁ ଆସିବେ ବୋଲି କହିଛନ୍ତି ପୂର୍ଣ୍ଣଚନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ