Before Header

ବିଜେଡି ଛାଡିଲେ ପୂର୍ଣ୍ଣ ସେଠୀ

0 1,121

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ଦଳର ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ପୂର୍ଣ୍ଣଚନ୍ଦ୍ର । ୨୦୦୯ ଓ ୨୦୧୪ରେ ବିଜେଡିରୁ ଦୁଇଥର ଜିତିଥିଲେ ପୂର୍ଣ୍ଣଚନ୍ଦ୍ର ।

Leave A Reply

Your email address will not be published.