Masthead

ପୂର୍ଣ୍ଣଚନ୍ଦ୍ରଙ୍କ ମୃତ୍ୟୁ, ହତ୍ୟା ନା ଆତ୍ମହତ୍ୟା !

ପିପିଲି(ବଡ଼ ଖବର ବ୍ୟୁରୋ): ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ। ଆତ୍ମହତ୍ୟା ନା ହତ୍ୟା ତାକୁ ନେଇ ଏବେ ବଢୁଛି ସନ୍ଦେହ । ଯିଏ ଅନ୍ୟକୁ ସାହସ ଦିଏ, ସିଏ କ’ଣ ନେଇ ପାରିଥିବ ଏଭଳି ନିଷ୍ପତ୍ତି। ପିପିଲି ପୌରାଞ୍ଚଳ ୱାଡ ନମ୍ୱର୍ ୧୦ ଡେଲ୍ଟା ଛକରେ ଏକ ଘରୁ ଯୁବକର ମୃତ ଦେହକୁ ଜବତ କରିଛି ପୋଲିସ। ମୃତ ଯୁବକ ଜଣଙ୍କ ହେଲେ ପୁର୍ଣ୍ଣଚନ୍ଦ୍ର ବରାଳ। ବୟସ ୨୨ବର୍ଷ ବୋଲି ଜଣାପଡିଛି। ଘଟଣା ସ୍ଥଳରେ ପିପିଲି ପୋଲିସ ପହଞ୍ଚି ମୃତ ଦେହକୁ ଜବତ କରି ତଦନ୍ତ ଚଳାଇଛି ।

ଯୁବକ ଜଣକ ପିପିଲି ଓ ଆଖପାଖ ଅଞ୍ଚଳରେ ବେଶ ପରିଚିତ ଥିଲେ । ପୁର୍ଣ୍ଣଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇପାଡିଛନ୍ତି ପ୍ରିୟଜନ। କୁହାଯାଉଛି କି ପାରିବାରିକହ କଳହ ତାଙ୍କ ମୃତ୍ୟୁର କାରଣ। ଏଭଳି ଏକ ଯୁବ ପ୍ରତିଭାବାନଙ୍କ ମୃତ୍ୟୁକୁ ନେଇ ଉଙ୍କି ମାରିଛି ପ୍ରଶ୍ନ ? ଆତ୍ମହତ୍ୟା କରିଛି କି ତାକୁ କିଏ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବା ପାଇଁ ପ୍ରୟାସ କରାଯାଉଛି ତାହା ସାଧାରଣରେ ସନ୍ଦେହ ସୃଷ୍ଟି ହେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ