Masthead

ବଦଳିବ ବସ୍ତି ଚେହେରା

ପୁରୁଷୋତ୍ତମପୁର, (ବଡ଼ ଖବର ବ୍ୟୁରୋ) : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଏନଏସିରେ ଅଞ୍ଚଳରେ ରହୁଥିବା ବସ୍ତିବାସିନ୍ଦାଙ୍କ ଉନ୍ନତୀକରଣ ଲାଗି ଆରମ୍ଭ ହୋଇଛି ସର୍ଭେ । ସେମାନଙ୍କ ମୌଳିକ ଆବଶ୍ୟକତା ପୂରଣ ପାଇଁ ସରକାରୀସ୍ତରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ପୁରୁଷୋତ୍ତମପୁର ଏନ୍ଏସି ବସ୍ତିର ଉନ୍ନତୀକରଣ ସର୍ଭେର ସବିଶେଷ ତଥ୍ୟ ତଦାରଖ କରିବା ସହ କାର୍ୟ୍ୟ ତ୍ୱରାନିତ ପ୍ରତି ଧ୍ୟାନ ଦେଇଛନ୍ତି ଛତ୍ରପୁର ପ୍ରକଳ୍ପ ନିର୍ଦ୍ଦେଶକ ସୁଦାମଚରଣ ପଣ୍ଡା ।

କପିଳେଶ୍ଵର, କନକା ବସ୍ତିର ରାସ୍ତା, ଡ୍ରେନ ବ୍ୟବସ୍ଥା, ଆଲୋକୀକରଣ, ପାନୀୟଜଳ ସମସ୍ୟା ଲାଗି କାର୍ଯରତ ଅଧିକାରୀମାନଙ୍କ ସହ ସବିଶେଷ ଆଲୋଚନା କରିଛନ୍ତି ପ୍ରକଳ୍ପ ନିର୍ଦ୍ଦେଶକ । କାର୍ୟ୍ୟରେ ଶୀଥିଳତା ଦେଖି ସେ ଉଦବେଗ ପ୍ରକାଶ କରିଛନ୍ତି । ପରିବା ମାର୍କେଟରୁ ବାହାରୁଥିବା ବର୍ଯ୍ୟବସ୍ତକୁ ଆଧୁନିକ ଉପାୟରେ ବିଭିନ୍ନ କ୍ଷେତ୍ରରେ ବ୍ୟବହାର କରିବାକୁ ପ୍ରକଳ୍ପ ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି । ଅନୁଷ୍ଠତି ବୈଠକରେ ପୁରୁଷୋତ୍ତମପୁର ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସୌମ୍ୟରଞ୍ଜନ ମିଶ୍ର, ଅଞ୍ଜଳି ପାଢ଼ୀ, ଜଗତ ଜ୍ୟୋତି ସାମଲ, ବିଦ୍ୟୁତ ବିଭାଗ ଯନ୍ତ୍ରୀ ମହମ୍ମଦ ରଜୁହୁଲା ଖାନ, ପିଏଚଡି ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା