Masthead

ଓଡ଼ିଶାରେ ପୁଷ୍ପା ଟିମ, ଆସନ୍ତା ୭ ରେ ହୋଇପାରେ ସୁଟିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବହୁ ଚର୍ଚ୍ଚିତ ତେଲୁଗୁ ସିନେମା ପୁଷ୍ପା-୨ର ସୁଟିଂ ପ୍ରଥମେ ସ୍ୱାଭିମାନ ଅଞ୍ଚଳ ନୁହେଁ ଜିଲ୍ଲାର ପୋଲୁର ହେବା ନେଇ ଚୂଡାନ୍ତ ହୋଇଛି । । ଏନେଇ ‘ପୁଷ୍ପା ୨’ର ନିର୍ଦ୍ଦେଶକ ସୁକୁମାର ଓଡ଼ିଶା ପହଞ୍ଚିଛନ୍ତି। ସୁଟିଂ ପାଇଁ ଉପଯୋଗୀ ସ୍ପଟ୍‌କୁ ଖୋଦ୍ ସୁକୁମାର ବୁଲି ଦେଖିଛନ୍ତିା ଏହି ଟିମ୍‌ରେ ସହାୟକ ନିର୍ଦ୍ଦେଶକ ଏମ. ପ୍ରସାଦ ବି ସୁଟିଂ ସ୍ଥାନ ପରିଦର୍ଶନ କରିଛନ୍ତି।

ଆସନ୍ତା ୭ ରେ ହୋଇପାରେ ପୁଷ୍ପା -୨ ର ସୁଟିଂ । କିଛିଦିନ ପୂର୍ବେ ମାଲକାନଗିରି ସ୍ୱାଭିମାନ ଅଞ୍ଚଳର ପାଦଦେଶ ଆନ୍ଧ୍ରପ୍ରଦେଶ ତରାବୁରେ ଚଳଚ୍ଚିତ୍ର ‘ପୁଷ୍ପା-୨’ର ସୁଟିଂ ଆରମ୍ଭ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ