Masthead

ଓଡ଼ିଶାରେ ପୁଷ୍ପା ଟିମ, ଆସନ୍ତା ୭ ରେ ହୋଇପାରେ ସୁଟିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବହୁ ଚର୍ଚ୍ଚିତ ତେଲୁଗୁ ସିନେମା ପୁଷ୍ପା-୨ର ସୁଟିଂ ପ୍ରଥମେ ସ୍ୱାଭିମାନ ଅଞ୍ଚଳ ନୁହେଁ ଜିଲ୍ଲାର ପୋଲୁର ହେବା ନେଇ ଚୂଡାନ୍ତ ହୋଇଛି । । ଏନେଇ ‘ପୁଷ୍ପା ୨’ର ନିର୍ଦ୍ଦେଶକ ସୁକୁମାର ଓଡ଼ିଶା ପହଞ୍ଚିଛନ୍ତି। ସୁଟିଂ ପାଇଁ ଉପଯୋଗୀ ସ୍ପଟ୍‌କୁ ଖୋଦ୍ ସୁକୁମାର ବୁଲି ଦେଖିଛନ୍ତିା ଏହି ଟିମ୍‌ରେ ସହାୟକ ନିର୍ଦ୍ଦେଶକ ଏମ. ପ୍ରସାଦ ବି ସୁଟିଂ ସ୍ଥାନ ପରିଦର୍ଶନ କରିଛନ୍ତି।

ଆସନ୍ତା ୭ ରେ ହୋଇପାରେ ପୁଷ୍ପା -୨ ର ସୁଟିଂ । କିଛିଦିନ ପୂର୍ବେ ମାଲକାନଗିରି ସ୍ୱାଭିମାନ ଅଞ୍ଚଳର ପାଦଦେଶ ଆନ୍ଧ୍ରପ୍ରଦେଶ ତରାବୁରେ ଚଳଚ୍ଚିତ୍ର ‘ପୁଷ୍ପା-୨’ର ସୁଟିଂ ଆରମ୍ଭ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ