Masthead

ଡ୍ରୋନ ଆକ୍ରମଣ ପରେ ପୁଟିନଙ୍କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ ଘଟଣା । ରୁଷ ରାଷ୍ଟ୍ରପତି ଭ୍ଲାଦିମର ପୁଟିନ ବଢିଛି ସୁରକ୍ଷା ଚିନ୍ତା । ଡ଼୍ରୋନ ଆକ୍ରମଣ ପରେ ପୁଟିନଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢାଇଦିଆଯାଇଛି । ରାଜଧାନୀ ମସ୍କୋ ନିକଟ ନୋଭୋ-ଓଗାରିୟୋଭୋରେ ଏକ ବଙ୍କରକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି । କ୍ରେମଲିନ ପ୍ରବକ୍ତା ଦିମିତ୍ର ପେସକୋଭ ଏହି ସୂଚନା ଦେଇଛନ୍ତି ।

ଏହି ବଙ୍କର ଏଭଳି ନିର୍ମାଣ ହୋଇଛି ଯେ ପରମାଣୁ ବୋମା ଆକ୍ରମଣରୁ ସୁରକ୍ଷିତ ରହିପାରିବେ । କିଛିଦିନ ତଳେ ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ହୋଇଥିଲା । ପୁଟିନଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ୟୁକ୍ରେନ ଏହି ଡ୍ରୋନ ଆକ୍ରମଣ କରାଇଥିବା ଋଷର ଅଭିଯୋଗ ହୋଇଥିଲା । ପ୍ରତି ଆକ୍ରମଣ ୨ଟି ଡ୍ରୋନକୁ ନଷ୍ଟ କରାଯାଇଛି ବୋଲି ଋଷ ସେନା ପକ୍ଷରୁ କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି