ଡ୍ରୋନ ଆକ୍ରମଣ ପରେ ପୁଟିନଙ୍କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ ଘଟଣା । ରୁଷ ରାଷ୍ଟ୍ରପତି ଭ୍ଲାଦିମର ପୁଟିନ ବଢିଛି ସୁରକ୍ଷା ଚିନ୍ତା । ଡ଼୍ରୋନ ଆକ୍ରମଣ ପରେ ପୁଟିନଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢାଇଦିଆଯାଇଛି । ରାଜଧାନୀ ମସ୍କୋ ନିକଟ ନୋଭୋ-ଓଗାରିୟୋଭୋରେ ଏକ ବଙ୍କରକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି । କ୍ରେମଲିନ ପ୍ରବକ୍ତା ଦିମିତ୍ର ପେସକୋଭ ଏହି ସୂଚନା ଦେଇଛନ୍ତି ।

ଏହି ବଙ୍କର ଏଭଳି ନିର୍ମାଣ ହୋଇଛି ଯେ ପରମାଣୁ ବୋମା ଆକ୍ରମଣରୁ ସୁରକ୍ଷିତ ରହିପାରିବେ । କିଛିଦିନ ତଳେ ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ହୋଇଥିଲା । ପୁଟିନଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ୟୁକ୍ରେନ ଏହି ଡ୍ରୋନ ଆକ୍ରମଣ କରାଇଥିବା ଋଷର ଅଭିଯୋଗ ହୋଇଥିଲା । ପ୍ରତି ଆକ୍ରମଣ ୨ଟି ଡ୍ରୋନକୁ ନଷ୍ଟ କରାଯାଇଛି ବୋଲି ଋଷ ସେନା ପକ୍ଷରୁ କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ