Masthead

ବିଜେପିକୁ ଝଟକା, କଂଗ୍ରେସରେ ଯୋଗ ଦେଲେ ପୁଟ୍ଟନା

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): ବିଜେପିକୁ ଝଟକା, କଂଗ୍ରେସରେ ଯୋଗ ଦେଲେ ପୁଟ୍ଟନା । କର୍ଣ୍ଣାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଭାରତୀୟ ଜନତା ପାର୍ଟିକୁ ଏକ ବଡ଼ ଝଟ୍‌କା ଲାଗିଛି।  ବିଧାନ ପରିଷଦର ଚାରିଥର ସଦସ୍ୟ ଥିବା ଭେଟେରାନ ଭାଜପା ନେତା ପୁଟ୍ଟନା ନିଜ ପଦବୀ ତଥା ଦଳରୁ ଇସ୍ତଫା ଦେଇଛନ୍ତି । ପରେ କଂଗ୍ରେସରେ ଯୋଗ ଦେଇଛନ୍ତି। ତାଙ୍କୁ ଏଆଇସିସି ସାଧାରଣ ସମ୍ପାଦକ ରଣଦୀପ ସିଂ ସୁରଜେୱାଲା, ଏଲଓପି ସିଦ୍ଦରମୈୟା ଏବଂ କର୍ନାଟକ କଂଗ୍ରେସ ସଭାପତି ଡି.କେ ଶିବକୁମାର ପ୍ରଦାନ କରିଥିଲେ।

ଗୋଟିଏ ଦିନ ପୂର୍ବରୁ ପୁଟ୍ଟନା ‘ବ୍ୟକ୍ତିଗତ କାରଣ’ ଦର୍ଶାଇ ଏମଏଲସି ଏବଂ ଭାଜପାର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଥିଲେ।ପୁଟ୍ଟନା ବିଧାନ ପରିଷଦର ଚାରିଥର ସଦସ୍ୟ ରହିଛନ୍ତି। ସେ ବେଙ୍ଗାଲୁରୁ ସହରାଞ୍ଚଳ, ବେଙ୍ଗାଲୁରୁ ଗ୍ରାମୀଣ ଏବଂ ରାମନଗର ଜିଲାର ଶିକ୍ଷକ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଅକ୍ଟୋବର ୨୦୨୨ରେ ପୁଟ୍ଟନା ବିଧାନ ପରିଷଦକୁ ପୁନଃନିର୍ବାଚିତ ହୋଇଥିଲେ ଏବଂ ତାଙ୍କର କାର୍ୟ୍ୟକାଳ ଅକ୍ଟୋବର ୨୦୨୬ରେ ଶେଷ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଆସୁନାହାନ୍ତି ଡ଼ାକ୍ତର, ଫାର୍ମାସିଷ୍ଟ ଲେଖୁଛନ୍ତି ପ୍ରେସ୍କିପସନ୍ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଆସୁନାହାନ୍ତି ଡ଼ାକ୍ତର, ଫାର୍ମାସିଷ୍ଟ ଲେଖୁଛନ୍ତି ପ୍ରେସ୍କିପସନ୍