Masthead

ବିହାର, ଆସାମ ଏବଂ ପଶ୍ଚିମବଙ୍ଗର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିହାର, ଆସାମ ଏବଂ ପଶ୍ଚିମବଙ୍ଗର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଛି। ବିହାରର ରାଜଧାନୀ ପାଟନାରେ ଲୋକମାନେ ଦୁଇରୁ ତିନି ସେକେଣ୍ଡ ପର୍ଯ୍ୟନ୍ତ ଭୂକମ୍ପ ଅନୁଭବ କରିଥିଲେ। ସେହିପରି ସିକ୍କିମ୍-ନେପାଳ ସୀମାରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ମାପ କରାଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର କହିଛି ଯେ ସିକ୍କିମ-ନେପାଳ ସୀମାରେ ରାତି ୮.୪୯ ରେ ୫.୪ ରିକ୍ଟର ସ୍କେଲ ଅନୁଭୂତ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ