Masthead

ବିହାର, ଆସାମ ଏବଂ ପଶ୍ଚିମବଙ୍ଗର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିହାର, ଆସାମ ଏବଂ ପଶ୍ଚିମବଙ୍ଗର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଛି। ବିହାରର ରାଜଧାନୀ ପାଟନାରେ ଲୋକମାନେ ଦୁଇରୁ ତିନି ସେକେଣ୍ଡ ପର୍ଯ୍ୟନ୍ତ ଭୂକମ୍ପ ଅନୁଭବ କରିଥିଲେ। ସେହିପରି ସିକ୍କିମ୍-ନେପାଳ ସୀମାରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ମାପ କରାଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର କହିଛି ଯେ ସିକ୍କିମ-ନେପାଳ ସୀମାରେ ରାତି ୮.୪୯ ରେ ୫.୪ ରିକ୍ଟର ସ୍କେଲ ଅନୁଭୂତ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ