Masthead

ପ୍ରିଣ୍ଟିଂ ପ୍ରେସରୁ ଲିକ ହୋଇଛି ପ୍ରଶ୍ନପତ୍ର: ଏସପି

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଜେଇଇ ମେନ ସିଭିଲ ପରୀକ୍ଷା ପ୍ରଶ୍ନପତ୍ର ଲିକ ଘଟଣାରେ ମାଷ୍ଟର ମାଇଣ୍ଡ ସମେତ ୭ ଜଣ ଗିରଫ ହୋଇଛନ୍ତି । ମାଷ୍ଟର ମାଇଣ୍ଡ ବିହାରର ହୋଇଥିବା କୁହାଯାଉଛି । ମାଷ୍ଟରମାଇଣ୍ଡ ବିହାରର ଜଣେ ସରକାରୀ ଅଧିକାରୀ ଅଟନ୍ତି ।

ଲିକ ଘଟଣାକୁ ନେଇ ଓଡିଶା ପଶ୍ଚିମବଙ୍ଗ ସୀମାରୁ ଗତ ୧୬ ତାରିଖରେ ଜଣେ ମହିଳା ସମେତ ୯ ଜଣଙ୍କୁ ଗିରଫ କରିଥିଲା ବାଲେଶ୍ୱର ପୋଲିସ । ପ୍ରିଣ୍ଟିଂ ପ୍ରେସରୁ ପ୍ରଶ୍ନପତ୍ର ଲିକ ହୋଇଥିବା କହିଛନ୍ତି ବାଲେଶ୍ୱର ଏସ୍ପି । ଏନେଇ ପ୍ରିଣ୍ଟିଂ ପ୍ରେସର ଜଣେ କର୍ମଚାରୀ ମଧ୍ୟ ଗିରଫ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ