Masthead

ମୁହାଁମୁହିଁ ହେବେ ଶାସକ-ବିରୋଧୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ସରଗରମ ସରଗରମ ହୋଇପାରେ ଗୃହ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ଶୂନ୍ୟକାଳରେ ଉଠିପାରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ । ରାଜ୍ୟପାଳ ଅଭିଭାଷଣ ଉପରେ ଧନ୍ୟବାଦ୍ ପ୍ରସ୍ତାବ ନେଇ ହେବ ଆଲୋଚନା । ମୁହାଁମୁହିଁ ହେବେ ଶାସକ-ବିରୋଧୀ । ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳକୁ ଘେରିବେ ବିରୋଧୀ ।

ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ପର୍ୟ୍ୟଟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଅବକାରୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଶ୍ନକାଳ ରହିଛି। ସେହିପରି ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ।

କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଆସିପାରେ। ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଗୃହରେ ଆଲୋଚନା ହେବ। ସ୍ୱଳ୍ପ ଦିବସର ଅଧିବେଶନରେ ମୁଖ୍ୟ ବିରୋଧୀ ବିଜେପି ଓ କଂଗ୍ରେସ ଶାସକ ଦଳକୁ ଗୃହରେ ଘେରିବା ପାଇଁ ରଣନୀତି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ