Masthead

ଅନଲାଇନରେ ପ୍ରଶ୍ନକାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଇତିହାସରେ ପ୍ରଥମ । ଅନଲାଇନରେ ଚାଲିବ ବିଧାନସଭାର ପ୍ରଶ୍ନକାଳ । ଫେବୃୟାରୀରେ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ । ଏହି ବଜେଟ ଅଧିବେଶନରେ ପ୍ରଶ୍ନୋତ୍ତର କାଳକୁ ପେପରଲେସ କରିବା ପାଇଁ  ନିଷ୍ପତ୍ତି ନିଆଯାଇଛି । ବଜେଟ ଅଧିବେଶନରେ ସମସ୍ତ ବିଧାୟକମାନେ ଅନଲାଇନରେ ପ୍ରଶ୍ନ ପଚାରିବେ ଓ ବିଧାୟକଙ୍କ ପ୍ରଶ୍ନର ଉତ୍ତର ମନ୍ତ୍ରୀ ଅନଲାଇନରେ ଦେବେ । ଉତ୍ତର ଗୁଡିକ ବିଧାୟକଙ୍କ ମୋବାଇଲକୁ ସିଧା ପଠାଇ ଦିଆଯିବ । ନାଭା ଆପ ଜରିଆରେ ବିଧାନସଭାରେ ପ୍ରଶ୍ନୋତ୍ତର ଅନଲାଇନରେ ହେବ । ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ଡକ୍ଟର ସୂର୍ଯ୍ୟ ନାରାୟଣ ପାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ