Masthead

ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଭାଇରାଲ

କଟକ (ବଡ଼ ଖବର ବ୍ୟୁରୋ): ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ । ପରୀକ୍ଷାକୁ ଶାନ୍ତି ଶୃଙ୍ଖଳା ଓ ସ୍ୱଚ୍ଛ ଭାବେ କରାଯିବାକୁ ଯଥେଷ୍ଟ ପନ୍ଥା ଗ୍ରହଣ କରାଯାଉଛି। ତଥାପି ପ୍ରତିବର୍ଷ କିଛି ନା କିଛି ତ୍ରୁଟି ବିଚ୍ୟୁତି ପରିଲକ୍ଷିତ ହେଉଛି। ଆଜି ଦୁଇଟି ପେପର ଲିକ୍ ହେଉଥିବା ଖବର ଆସିଥିଲେ ବି ଏହାର ସ୍ପଷ୍ଟତା ଜଣାପଡିନାହିଁ। ତେବେ ପରୀକ୍ଷା ପୂର୍ବରୁ ମୋବାଇଲରୁ ମୋବାଇଲ ଦୁଇଟି ପେପର ଘୁରିବୁଲୁଥିବା କୁହାଯାଉ ଥିବାବେଳେ ।

ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ସ୍ପଷ୍ଟ କରିନାହିଁ। ଆଜି ଇତିହାସ ଓ ରାଜନୀତି ବିଜ୍ଞାନ ପରୀକ୍ଷା ଥିଲା । ହେଲେ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଅଭିଯୋଗ ଆସିଛି। ହେଲେ ଭାଇରାଲ ହେଉଥିବା ପ୍ରଶ୍ନପତ୍ର ଆଜି ହେଉଥିବା ପରୀକ୍ଷାର ବୋଲି ସ୍ପଷ୍ଟ ହୋଇନାହିଁ ବୋଲି ବୋର୍ଡ ସଭାପତି ରାମାଶିସ ହାଜରା କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ