Masthead

ଦିନରେ ଭ୍ରମ ସୃଷ୍ଟିକଲା କଳାହାଣ୍ଡିଆ ମେଘ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ ଦିନରେ ଭ୍ରମ ସୃଷ୍ଟି କଲା କଳାହାଣ୍ଡିଆ ମେଘ । ଅନେକ ଜାଗାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି । ସକାଳୁ ସକାଳୁ ମାଡି ଆସିଲା କଳାହାଣ୍ଡିଆ ମେଘ ।  ଆଜି ଚୈତ୍ର ମାସର ପବିତ୍ର ସୋମବାର ଥିବାରୁ ବାବା ଚନ୍ଦନେଶ୍ବରଙ୍କ ପୀଠ ଲୋକାରଣ୍ୟ ହୋଇଥିବା ବେଳେ ପ୍ରବଳ ବର୍ଷା ପାଇଁ ଭକ୍ତ ଶୂନ୍ୟ ହେଲା ମନ୍ଦିର । ପ୍ରବଳ ବର୍ଷା ସାଙ୍ଗକୁ ହାଲୁକା ମାତ୍ରାର ପବନ ବୋହୁଥିବା ବେଳେ ଯାନବାହାନ ଚଳାଚଳ ଠପ ହୋଇଯାଛି । କାଲିଠୁ ୨୧ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ନେଇ ପାଣିପାଗ ବିଭାଗର ସତର୍କତା ଜାରି କରିଛି । ବଜ୍ରପାତ ସହ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ୯ ଜିଲ୍ଲାକୁ ଅରେଞ୍ଜ, ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିକରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ