Masthead

ମରି ଭାସୁଛନ୍ତି କ୍ୱିଣ୍ଟାଲ କ୍ୱିଣ୍ଟାଲ ମାଛ

ପାରାଦ୍ୱୀପ(ବଡ଼ ଖବର ବ୍ୟୁରୋ): ପିପିଏଲ ରାସ୍ତା ନିକଟରେ ବଟ ନଦୀ ଘେରରେ ମାଛ ମଡକ ଦେଖିବାକୁ ମିଳିଛି । କ୍ୱିଣ୍ଟାଲ କ୍ୱିଣ୍ଟାଲ ରୋହି, ଭାକୁର ଓ ବିଭିନ୍ନ ପ୍ରଜାତିର ମାଛ ନଦୀରେ ମରି ଭାସୁଛନ୍ତି ।

ମାଛ ଗୁଡିକ ମରି ଭାସିବା ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି । ତେବେ ମାଛ ମଡକ ଘଟଣା ଏ ଅଞ୍ଚଳରେ ଚଳିତବର୍ଷ ଦ୍ୱିତୀୟ ଥର ପାଇଁ ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୋରା ମଦ ବିକ୍ରିକୁ ବିରୋଧ, ରାସ୍ତାରେ ବସିଲେ ମହିଳା 🔴 ଶ୍ରୀମନ୍ଦିର କ୍ୟାଲେଣ୍ଡେର ତ୍ରୁଟି 🔴 ଆଜିଠୁ ପୁଣି ବଢିପାରେ ଶୀତ 🔴 ସକାଳୁ ସକାଳୁ ଆକ୍ସନ ମୋଡରେ ଭିଜିଲାନ୍ସ 🔴 ଟାଟା ଏର୍ଣ୍ଣାକୁଲମ ଏକ୍ସପ୍ରେସରେ ନିଆଁ; ଜଣେ ମୃତ 🔴 ଫେରିଗଲେ ଦନ୍ତା, ଖୋଲିଲା ଶିଖରଚଣ୍ଡୀ ପୀଠ 🔴 ରାଜ୍ୟରେ ଆଗାମୀ ୪ ଦିନ ଘନ କୁହୁଡ଼ି ଆଲର୍ଟ 🔴 ଦୋକାନ ଭିତରେ ଜଳିଗଲେ ପରିବା ଦୋକାନୀ 🔴 ପରଲୋକରେ କୋରେଇର ପୂର୍ବତନ ବିଧାୟକା ସଞ୍ଚିତା ମହାନ୍ତି 🔴 ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ 🔴 ଚୋରା ମଦ ବିକ୍ରିକୁ ବିରୋଧ, ରାସ୍ତାରେ ବସିଲେ ମହିଳା 🔴 ଶ୍ରୀମନ୍ଦିର କ୍ୟାଲେଣ୍ଡେର ତ୍ରୁଟି 🔴 ଆଜିଠୁ ପୁଣି ବଢିପାରେ ଶୀତ 🔴 ସକାଳୁ ସକାଳୁ ଆକ୍ସନ ମୋଡରେ ଭିଜିଲାନ୍ସ 🔴 ଟାଟା ଏର୍ଣ୍ଣାକୁଲମ ଏକ୍ସପ୍ରେସରେ ନିଆଁ; ଜଣେ ମୃତ 🔴 ଫେରିଗଲେ ଦନ୍ତା, ଖୋଲିଲା ଶିଖରଚଣ୍ଡୀ ପୀଠ 🔴 ରାଜ୍ୟରେ ଆଗାମୀ ୪ ଦିନ ଘନ କୁହୁଡ଼ି ଆଲର୍ଟ 🔴 ଦୋକାନ ଭିତରେ ଜଳିଗଲେ ପରିବା ଦୋକାନୀ 🔴 ପରଲୋକରେ କୋରେଇର ପୂର୍ବତନ ବିଧାୟକା ସଞ୍ଚିତା ମହାନ୍ତି 🔴 ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌