Masthead

ମରି ଭାସୁଛନ୍ତି କ୍ୱିଣ୍ଟାଲ କ୍ୱିଣ୍ଟାଲ ମାଛ

ପାରାଦ୍ୱୀପ(ବଡ଼ ଖବର ବ୍ୟୁରୋ): ପିପିଏଲ ରାସ୍ତା ନିକଟରେ ବଟ ନଦୀ ଘେରରେ ମାଛ ମଡକ ଦେଖିବାକୁ ମିଳିଛି । କ୍ୱିଣ୍ଟାଲ କ୍ୱିଣ୍ଟାଲ ରୋହି, ଭାକୁର ଓ ବିଭିନ୍ନ ପ୍ରଜାତିର ମାଛ ନଦୀରେ ମରି ଭାସୁଛନ୍ତି ।

ମାଛ ଗୁଡିକ ମରି ଭାସିବା ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି । ତେବେ ମାଛ ମଡକ ଘଟଣା ଏ ଅଞ୍ଚଳରେ ଚଳିତବର୍ଷ ଦ୍ୱିତୀୟ ଥର ପାଇଁ ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା