Masthead

ଆରପାରିରେ ରବି ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଓଡିଆ ଅଭିନେତା ରବି ମିଶ୍ରଙ୍କ ପରଲୋକ । ବର୍ଷିୟାନ ଅଭିନେତା ରବି ମିଶ୍ରଙ୍କର ହୃଦଘାତରେ ପରଲୋକ ହୋଇଛି । ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ଟେଲି ସିରିଏଲ ଗୋପାଳ ରହସ୍ୟର ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ । ୬୪ ବର୍ଷ ବୟଷରେ ତାଙ୍କର ମୃତ୍ୟୁ ହୋଇଛି । ଅନେକ ଓଡିଆ ଫିଲ୍ମ ଓ ଟିଭି ସିରିଏଲରେ ସେ ଅଭିନୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ