Masthead

ବିଜେଡି ଛାଡ଼ିଲେ ରବି ନାରାୟଣ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ରବି ନାରାୟଣ ମହାପାତ୍ର । ଦଳୀୟ ଅବହେଳା ପ୍ରତିବାଦରେ ଛାଡ଼ିଲେ ଦଳ । ପୂର୍ବତନ ରାଜ୍ୟସଭା ସାଂସଦ ଓ ରଣପୁର ବିଧାୟକ ରବି ନାରାୟଣ ମହାପାତ୍ର । ସ୍ୱାଧୀନ ଭାବେ ନିର୍ବାଚନ ଲଢିବା ହେଉଛି ଚର୍ଚ୍ଚା । ରବି ନାରାୟଣ ମହାପାତ୍ର ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଥିଲେ ରଣପୁର ବିଧାୟକ ଥିଲେ । ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ଥିଲେ ବିଜେଡିର ରାଜ୍ୟସଭା ସାଂସଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ