Masthead

ସରିଲା ରାଘବ-ପରୀଙ୍କ ନିର୍ବନ୍ଧ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଆପ ସାଂସଦ ରାଘବ ଚଢା ଓ ବଲିଉଡ ଅଭିନେତ୍ରୀ ପରିଣତି ଚୋପ୍ରାଙ୍କ ସରିଛି ନିର୍ବନ୍ଧ । ଦୀର୍ଘ ଦିନର ପ୍ରତିକ୍ଷା ପରେ ଦୁହିଁଙ୍କ ନିର୍ବନ୍ଧ ଦିଲ୍ଲୀର କପୁରଥଲା ହାଉସରେ ରୀତିନୀତିରେ ସମ୍ପନ୍ନ ହୋଇଛି। ଦୁଇ ଜଣଙ୍କ ଲୁକ ବହୁତ ଆର୍କଷଣୀୟ ଥିଲା । ପରିଣିତି କ୍ରିମ୍ କଲର ସୁଟରେ ନଜର ଆସିଥିବାବେଳ ରାଘବ ଧଳା କୁର୍ତ୍ତାରେ ନଜର ଆସିଥିଲେ ।

ବହାଘର ପୂର୍ବରୁ ନିର୍ବନ୍ଧକୁ ଖୁବ ଧୂମଧାମରେ ସେଲିବ୍ରେଟ କରିଥିଲେ ଏଇ କପଲ । ଦୁହିଁଙ୍କ ନିର୍ବନ୍ଧ ପରର ଫଟୋ ସୋଶାଲ ମିଡିଆରେ ସେୟାର କରିଛନ୍ତି ରାଘବ। ସେପଟେ ପରିଣୀତି-ରାଘବଙ୍କ ନିର୍ବନ୍ଧରେ ଯୋଗଦେଇଥିଲେ ପରିଣିତଙ୍କ ଭଉଣୀ ପ୍ରିୟଙ୍କା ଚୋପ୍ରା । ସେହିପରି ଅତିଥି ଭାବେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱତ ମନ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସହ ଅନେକ ସେଲିବ୍ରିଟି ମଧ୍ୟ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି