Masthead

ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ରଘୁ ମହାନ୍ତି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରାର୍ଥୀ ଘୋଷଣା ପରେ ବାଲେଶ୍ୱର ବିଜେପିରେ ଅସନ୍ତୋଷ । ବିଜେପି ଛାଡ଼ି ପାରନ୍ତି ରଘୁ ମହାନ୍ତି । ଜଳେଶ୍ୱରରୁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ଅଛନ୍ତି ରଘୁ । ସେପଟେ ପ୍ରଥମ ପର୍ଯ୍ୟାୟରେ ୧୧୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଜଳେଶ୍ୱରରୁ ବ୍ରଜ ପ୍ରଧାନ ପ୍ରାର୍ଥୀ କରିଛି ବିଜେପି । ସେହିପରି ବାଲେଶ୍ୱରରୁ ମାନସ କୁମାର ଦତ୍ତ, ରେମୁଣାରୁ ଗୋବିନ୍ଦ ଚନ୍ଦ୍ର ଦାସ, ସୋରରୁ ରାଜେନ୍ଦ୍ର ଦାସ ଶିମୁଳିଆରୁ ପଦ୍ମଲୋଚନ ପଣ୍ଡାକୁ ଦଳ ପ୍ରାର୍ଥୀ କରିଛି । ବିଜେପି ଟିକେଟରେ ଜିତିଥିବା ୨ ବିଧାୟକଙ୍କ ଟିକେଟ କାଟିଛି ଦଳ । ମାଲକାନଗିରି ଓ ବ୍ରହ୍ମଗିରିରୁ ୨ ବିଧାୟକଙ୍କର ଟିକେଟ କାଟିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ